Masthead

ଅନୁଭବ ଓ ବର୍ଷାଙ୍କ ଫ୍ୟାନ ପାଇଁ ଖୁସି ଖବର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଅନୁଭବ ଓ ବର୍ଷାଙ୍କ ଫ୍ୟାନ ପାଇଁ ଖୁସି ଖବର। ଉଭୟଙ୍କ ବିବାଦରେ ହୋଇପାରେ ଆପୋଷ ସମାଧାନ। ମହିଳା କମିସନ ପ୍ରତିକ୍ରିୟାରେ ଆସିଲା ସବୁଜ ସଙ୍କେତ । ଆଜି ମହିଳା କମିଶନଙ୍କ ନିକଟରେ ଉଭୟ ହାଜର ହୋଇ ପାଖାପାଖି ବସି ପକ୍ଷ ରଖିଥିଲେ। ଏନେଇ ମହିଳା କମିଶନ ଅଧକ୍ଷା ମିନତୀ ବେହେରା ଦେଲେ ସୂଚନା । ଆଗକୁ ନୂତନ ଆଶା ଦେଖାଇବା ଏହି ଆଲୋଚନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ