କ୍ରିକେଟରଙ୍କ ବିରୋଧରେ ତଦନ୍ତ

ନୂଆଦିଲ୍ଲୀ (ବଡ଼ ଖବର ): ଟିମ୍ ଇଣ୍ଡିଆ ପାଇଁ ବଢ଼ିଲା ଅଡୁଆ । ଭାରତ-ଅଷ୍ଟ୍ରେଲିଆ ତୃତୀୟ ଟେଷ୍ଟ ପୂର୍ବରୁ ଭାରତକୁ ମିଳିଛି ଏକ ଖରାପ ଖବର । କୋଭିଡ-୧୯ ନିୟମ ଭାଙ୍ଗି ଅଡୁଆରେ ୫ ଭାରତୀୟ ଖେଳାଳି । ରୋହିତଙ୍କ ସମେତ ୫  ଅମାନିଆ ଖେଳାଳିଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ । ଭାରତର ୫ ଜଣ କ୍ରିକେଟର ରୋହିତ ଶର୍ମା, ଶୁଭମନ ଗିଲ୍, ନବଦୀପ ସାଇନ, ଋଷଭ ପନ୍ତ ଓ ପୃଥ୍ୱୀ ଶଙ୍କୁ ଏକ ରେଷ୍ଟୁରାଂଟ ଭିତରେ ଦେଖିବା ପରେ କ୍ରିକେଟ ଅଷ୍ଟ୍ରେଲିଆ ଓ ବିସିସିଆଇ ଆରମ୍ଭ କରିଛି ତଦନ୍ତ । ନିଆଯାଇପାରେ ଶୃଙ୍ଖଳାଗତ କାର୍ଯ୍ୟାନୁଠାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’