Masthead

ଦେଶରେ କୋଭିସିଲ୍ଡ ପରେ କୋଭାକ୍ସିନକୁ ଅନୁମତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୨୦୨୧ ଦେଶବାସୀ ମାନଙ୍କ ପାଇଁ ଖୁସି ଖବର ଆଣିଦେଇଛି । ୨ଦିନରେ ୨ଟି ଟିକାକୁ ଦେଶରେ ଅନୁମତି ମିଳିଛି । ଗତକାଲି ଅକ୍ସଫୋର୍ଡ ଆଷ୍ଟ୍ରାଜେନିକା ଦ୍ୱାରା ପ୍ରସ୍ତୁତ କରୋନା ଟିକା କୋଭିସିଲ୍ଡକୁ ଅନୁମତି ମିଳିଥିଲା । ଆଜି ଭାରତ ବାୟୋଟେକର କରୋନା ଟିକା କୋଭାକ୍ସିନକୁ ଅନୁମତି ମିଳିଛି ।

କରୋନା ମୁକାବିଲା କ୍ଷେତ୍ରରେ ଦେଶ ଆଜି ଆଉ ଏକ ସଫଳତା ଆଡକୁ ମୁହାଁଇଛି। ଫଳରେ ଆଜି ଦେଶବ୍ୟାପି କୋଭିଡ -୧୯ ଟୀକାକରଣର ଡ୍ରାଏ ରନ୍ ପରେ ଖୁବ ଶୀଘ୍ର ଟୀକାକରଣ ଆରମ୍ଭ ହେବାର ସମ୍ଭାବନା ରହିଛି। ଶନିବାର ଦିନ ଜାତୀୟ ଔଷଧ ନିୟାମକର ବିଶେଷଜ୍ଞ କମିଟି ଭାରତ ବାୟୋଟେକର କରୋନା ଟିକା କୋଭାକ୍ସିନ ଉପରେ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ କରୋନା ଟିକା ପାଇଁ କମ୍ପାନୀର ଆବେଦନ ଉପରେ ବିଚାର କରାଯାଇ ଆଜି ଅନୁମତି ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ