Masthead

ବଡ଼ ଖବର ମହାପ୍ରଭାବ

ପୁରୀ, (ବଡ଼ ଖବର ବ୍ୟୁରୋ): ରାସ୍ତାକାମରେ ର୍ଦୁନୀତି ହୋଇଥିବାର ଖବର ବଡ଼ ଖବରରେ ପ୍ରକାଶିତ ହେବା ପରେ ତତ୍ପର ହୋଇଉଠିଛି ପ୍ରଶାସନ । ସୂଚନାଯୋଗ୍ୟ, ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଳକର ସିଆଳ-ରତାମାଟି ଗାଁର ଚିଲିକା ଲୁଣା ବନ୍ଧର ନୂତନ ରାସ୍ତା କାମରେ କେଳେଙ୍କାରୀ ହୋଇଥିବା ଖବର ବଡ଼ ଖବରରେ ପ୍ରକାଶ ପାଇଥିଲା । ଉକ୍ତ ରାସ୍ଥା ପାଇଁ ୨୯ଲକ୍ଷ ୨୨ ହଜାର ୪୭୮ ଟଙ୍କା ବ୍ୟୟ ହୋଇଥିଲା ବେଳେ କାମ ନ ହୋଇ ମରୋମ ପକାଇ ବିଲକରେଇ ରୋଡ଼ କାମରେ ଦୁର୍ନୀତି ହୋଇଥିବାର ଖବର ‘ବଡ଼ ଖବର’ରେ ପ୍ରକାଶିତ ହୋଇଥିଲା । ଖବର ପ୍ରକାଶ ପାଇବା ପରେ ତାର ଗୋଟେ ଦିନ ପରେ ଜଳସମ୍ପଦ ବିଭାଗର ସଚିବ ପ୍ରଦୀପ ଜେନା ଘଟଣାର ତଦନ୍ତ ନିର୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା