Masthead

ରାସ୍ତା ପାଲଟିଛି ମରଣଯନ୍ତା

ପିପିଲି(ବଡ଼ ଖବର ବ୍ୟୁରୋ):ପିପିଲି-ଜଟଣୀ ରାସ୍ତା ପାଲଟିଛି ମରଣଯନ୍ତା। ରାସ୍ତା ଖାଲଖମା ଭରପୁର ଥିବା ବେଳେ ଯାତାୟାତ ରେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକେ । ବିଶେଷକରି ବାରିମୂଳ ଠାରୁ କଣ୍ଟି ପର୍ଯ୍ୟନ୍ତ ରାସ୍ତାରେ ପିଚୁ ଉଠିଯାଇଥିବା ବେଳେ ଗୋଡି ଉଠି ଖାଲ ଖମା ରେ ଭରପୁର ହେଲାଣି । କିନ୍ତୁ ରାସ୍ତା ମରାମତି ହେଉନଥିବା ବେଳେ ଦୈନଦିନ ଯମଯଂତ୍ରଣା ଭୋଗୁଛନ୍ତି ଲୋକେ । ପୂର୍ତ୍ତ ବିଭାଗ ଦ୍ଵାରା ଲକ୍ଷାଧିକ ଟଙ୍କାରେ ନିର୍ମାଣ ହୋଇଥିବା ରାସ୍ତା ଗତ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ବେଳେ ରାସ୍ତା ମରାମତି ହୋଇନଥିବାରୁ ବିଭିନ୍ନ ସମୟରେ ଛୋଟ ବଡ ଦୁର୍ଘଟଣା ଘଟୁଥିବା ଅଭିଯୋଗ କରିଛନ୍ତି ସ୍ଥାନୀୟ ବାସିନ୍ଦା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ