Masthead

ଆସନ୍ତା ୩ରୁ ଦୈନିକ ୧୭ ହଜାର ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିର ଖେ।ଲା

ପୁରୀ(ବଡ଼ ଖବର ବ୍ୟୁରୋ): ଜଗନ୍ନାଥ ପ୍ରେମିଙ୍କ ପାଇଁ ଆସିଲା ଖୁସି ଖବର । ଧିରେ ଧିରେ ଶ୍ରୀଜିଉଙ୍କ ଦର୍ଶନ ବ୍ୟବସ୍ଥାରେ ଆସୁଛି ସୁଧାର । ସେବାୟତ ଓ ପୁରୀବାସୀଙ୍କ ଦର୍ଶନ ପରେ ଶ୍ରୀମନ୍ଦିର ସାଧାରଣ ଦର୍ଶନ ବ୍ୟବସ୍ଥାକୁ ବଦଳାଯାଇଛି । ଏଣିକି ଦୈନିକ ୫ହଜାର ନୁହଁ ବରଂ ୧୭ହଜାର ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିରର ଦ୍ୱାର ଖୋଲିଲା । ପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରତ୍ୟେକ ଦିନ ୫ହଜାରରୁ ଅଧିକ ଭକ୍ତଙ୍କୁ ଅନୁମତି ନଥିଲା । ପୁରୀ ଜିଲ୍ଲା ବାହାରର ସମସ୍ତ ଭକ୍ତମାନେ କୋଭିଡ ନେଗେଟିଭ ରିପୋର୍ଟ ଦେଖାଇ ଭକ୍ତମାନେ କରିପାରିବେ ଦର୍ଶନ । ନୂଆ ବର୍ଷ ପାଇଁ ୧ ଓ ୨ ତାରିଖ ଦର୍ଶନ ବନ୍ଦ ଥିବାବେଳେ ୩ ତାରିଖରୁ ଏ ନିୟମ ଲାଗୁ । ପୂର୍ବଭଳି କୋଭିଡ କଟକଣା ବଳବତ୍ତର ରହିଛି । ଏନେଇ ସୂଚନାଦେଇଛନ୍ତି ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ