Masthead

ଆସନ୍ତା ୩ରୁ ଦୈନିକ ୧୭ ହଜାର ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିର ଖେ।ଲା

ପୁରୀ(ବଡ଼ ଖବର ବ୍ୟୁରୋ): ଜଗନ୍ନାଥ ପ୍ରେମିଙ୍କ ପାଇଁ ଆସିଲା ଖୁସି ଖବର । ଧିରେ ଧିରେ ଶ୍ରୀଜିଉଙ୍କ ଦର୍ଶନ ବ୍ୟବସ୍ଥାରେ ଆସୁଛି ସୁଧାର । ସେବାୟତ ଓ ପୁରୀବାସୀଙ୍କ ଦର୍ଶନ ପରେ ଶ୍ରୀମନ୍ଦିର ସାଧାରଣ ଦର୍ଶନ ବ୍ୟବସ୍ଥାକୁ ବଦଳାଯାଇଛି । ଏଣିକି ଦୈନିକ ୫ହଜାର ନୁହଁ ବରଂ ୧୭ହଜାର ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିରର ଦ୍ୱାର ଖୋଲିଲା । ପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରତ୍ୟେକ ଦିନ ୫ହଜାରରୁ ଅଧିକ ଭକ୍ତଙ୍କୁ ଅନୁମତି ନଥିଲା । ପୁରୀ ଜିଲ୍ଲା ବାହାରର ସମସ୍ତ ଭକ୍ତମାନେ କୋଭିଡ ନେଗେଟିଭ ରିପୋର୍ଟ ଦେଖାଇ ଭକ୍ତମାନେ କରିପାରିବେ ଦର୍ଶନ । ନୂଆ ବର୍ଷ ପାଇଁ ୧ ଓ ୨ ତାରିଖ ଦର୍ଶନ ବନ୍ଦ ଥିବାବେଳେ ୩ ତାରିଖରୁ ଏ ନିୟମ ଲାଗୁ । ପୂର୍ବଭଳି କୋଭିଡ କଟକଣା ବଳବତ୍ତର ରହିଛି । ଏନେଇ ସୂଚନାଦେଇଛନ୍ତି ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ