Masthead

ଶୀତଦିନେ ସୋରିଷ ତେଲ ମାଲିସ କେତେ ଉପକାରୀ ଜାଣନ୍ତୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶୀତଦିନେ ସୋରିଷ ତେଲ ମାଲିସ ଶରୀର ପାଇଁ ରାମବାଣ ସଦୃଶ । ଶୀତ ଦିନରେ ଚର୍ମ ଶୁଷ୍କ ରହୁଥିବା ହେତୁ ଶରୀରରେ ସୋରିଷ ତେଲ ମାଲିସ୍‌ କଲେ ରକ୍ତ ସଞ୍ଚାଳନ ପ୍ରକ୍ରିୟା ଭଲଭାବେ ହେବା ସହ ଉଷ୍ଣତା ମିଳିଥାଏ । ତା ସହିତ ଶରୀରର ଉଜ୍ଜଳତା ମଧ୍ୟ ବୃଦ୍ଧି ହୋଇଥାଏ । ଶୋଇବା ପୂର୍ବରୁ ସୋରିଷ ତେଲକୁ ହାଲ୍‌କା ଉଷୁମ କରି ପାଦତଳେ ମାଲିସ୍ କଲେ ଭଲ ନିଦ ହେବାସହ ଦୃଷ୍ଟି ଶକ୍ତି ବଢ଼ିଥାଏ। ଏକ ପରୀକ୍ଷାରୁ ଜଣାପଡ଼ିଛି ଯେ, ନିୟମିତ ପାଦ ତଳେ ସୋରିଷ ତେଲ ମାଲିସ୍ କରିବା ଦ୍ୱାରା ଶରୀରର ରୋଗପ୍ରତିରୋଧକ ଶକ୍ତି ବଢ଼ିବା ସହ ଓଜନକୁ ମଧ୍ୟ ନିୟନ୍ତ୍ରଣ କରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା