Masthead

ଏଥର ନୂଆବର୍ଷ ପାଳିବେନି ପିସିସି ସଭାପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାର ପାରିତ କରିଥିବା କୃଷି ଓ କୃଷକ ବିରୋଧ ଆଇନର ପ୍ରତ୍ୟାହାର ଦାବିରେ ଲକ୍ଷ ଲକ୍ଷ ଚାଷୀ ଶୀତ କାକରରେ ରାସ୍ତାରେ ପଡିରହି ଆନ୍ଦୋଳନ ଚଳାଇଛନ୍ତି । ଅତ୍ୟନ୍ତ ଦୁଃଖ ଦୁର୍ଦଶାରେ ସମୟ ଅତିବାହିତ କରୁଥିବା ବେଳେ ସରକାର ଏପର୍ୟ୍ୟନ୍ତ ସେମାନଙ୍କର ଦାବିକୁ ଶୁଣି ନାହାନ୍ତି । ଏପରିକି ୪୦ ରୁ ଉର୍ଦ୍ଧ ଚାଷୀ ମୃତ୍ୟୁବରଣ କଲେଣି । ଚାଷୀମାନେ ଦେଶର ମେରୁଦଣ୍ଡ । କଂଗ୍ରେସ ଦଳ ସର୍ବଦା କୃଷକମାନଙ୍କର ସ୍ୱାର୍ଥ ରକ୍ଷା ପାଇଁ କାର୍ଯ୍ୟ କରିଆସିଛି । ଏଭଳି ଦୁଃଖଦ ସମୟରେ ସେମାନଙ୍କ ପ୍ରତି ସମର୍ଥନ ଓ ସମବେଦନା ଜଣାଇବା ପାଇଁ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଆସନ୍ତାକାଲି ୨୦ ୨୧ ନୂଆବର୍ଷ ପାଳନ କରିବେ ନାହିଁ ବୋଲି ନିଷ୍ପତି ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି