Masthead

ଅନିୟମିତତାର ତଦନ୍ତ ଦାବି କରୁଛନ୍ତି ସରପଞ୍ଚ

ବଡ଼ମ୍ବା(ବଡ଼ ଖବର ବ୍ୟୁରୋ) : ବଡ଼ମ୍ବା ବ୍ଳକ କୋଲେଶ୍ୱର ପଞ୍ଚାୟତରେ ବିଜେଡି ନେତା ସନ୍ତୋଷ କୁମାର ମିଶ୍ର ଓ ତାଙ୍କ ସ୍ତ୍ରୀ ତଥା ସୁନାପାଳ ଅଙ୍ଗନବାଡ଼ି କର୍ମୀ ଭବାନୀ ମିଶ୍ରଙ୍କ ବେଆଇନ କାର୍ଯ୍ୟ, ଅନିୟମିତତା ଓ ସରକାରୀ ଅର୍ଥ ଆତ୍ମସାତର ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ସ୍ଥାନୀୟ ଲୋକ ।ଏଥିନିମନ୍ତେ ସରପଞ୍ଚ ଅମୀୟ ପାଣିଗ୍ରାହୀ କାଲି ବ୍ଳକ ଅଫିସ୍ ସମ୍ମୁଖରେ ଧାରଣା ଦେଇଛନ୍ତି । ଦୀର୍ଘ ୧୦ ବର୍ଷ ହେଲା ସମ୍ପୃକ୍ତ ବ୍ୟକ୍ତି ସମବାୟ ସମିତିର ସଭାପତି ପଦରେ ଥିଲେ । ଶାସକ ଦଳର କ୍ଷମତାକୁ ଦୂରୁପଯୋଗ କରି ସେ ପଂଚାୟତରେ ବହୁ ଦୁର୍ନୀତି କରିଚାଲିଛନ୍ତି ।ଏହି ଅନିୟମିତତାର ଉଚ୍ଚସ୍ତରୀୟ ତଦନ୍ତ ଦାବିରେ ଧାରଣାରେ ବସିଛନ୍ତି ସରପଞ୍ଚ ଅମୀୟ ପାଣିଗ୍ରାହୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ