Masthead

ଅନିୟମିତତାର ତଦନ୍ତ ଦାବି କରୁଛନ୍ତି ସରପଞ୍ଚ

ବଡ଼ମ୍ବା(ବଡ଼ ଖବର ବ୍ୟୁରୋ) : ବଡ଼ମ୍ବା ବ୍ଳକ କୋଲେଶ୍ୱର ପଞ୍ଚାୟତରେ ବିଜେଡି ନେତା ସନ୍ତୋଷ କୁମାର ମିଶ୍ର ଓ ତାଙ୍କ ସ୍ତ୍ରୀ ତଥା ସୁନାପାଳ ଅଙ୍ଗନବାଡ଼ି କର୍ମୀ ଭବାନୀ ମିଶ୍ରଙ୍କ ବେଆଇନ କାର୍ଯ୍ୟ, ଅନିୟମିତତା ଓ ସରକାରୀ ଅର୍ଥ ଆତ୍ମସାତର ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ସ୍ଥାନୀୟ ଲୋକ ।ଏଥିନିମନ୍ତେ ସରପଞ୍ଚ ଅମୀୟ ପାଣିଗ୍ରାହୀ କାଲି ବ୍ଳକ ଅଫିସ୍ ସମ୍ମୁଖରେ ଧାରଣା ଦେଇଛନ୍ତି । ଦୀର୍ଘ ୧୦ ବର୍ଷ ହେଲା ସମ୍ପୃକ୍ତ ବ୍ୟକ୍ତି ସମବାୟ ସମିତିର ସଭାପତି ପଦରେ ଥିଲେ । ଶାସକ ଦଳର କ୍ଷମତାକୁ ଦୂରୁପଯୋଗ କରି ସେ ପଂଚାୟତରେ ବହୁ ଦୁର୍ନୀତି କରିଚାଲିଛନ୍ତି ।ଏହି ଅନିୟମିତତାର ଉଚ୍ଚସ୍ତରୀୟ ତଦନ୍ତ ଦାବିରେ ଧାରଣାରେ ବସିଛନ୍ତି ସରପଞ୍ଚ ଅମୀୟ ପାଣିଗ୍ରାହୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା