Masthead

ବିଧାୟକ ପ୍ରାର୍ଥୀଙ୍କ ପାଇଁ ଟଙ୍କା ବଣ୍ଟାକୁ ନେଇ ଉତ୍ତେଜନା

ବଡମ୍ବା (ବଡ଼ ଖବର ବ୍ୟୁରୋ): ରାତି ପାହିଲେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ । ସରିଛି ସମସ୍ତ ପ୍ରସ୍ତୁତି। ଆସନ୍ତାକାଲି ରାଜ୍ୟରେ ୬ ଲୋକସଭା କଟକ, ଭୁବନେଶ୍ବର, ପୁରୀ, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେବ। ଚଳିତଥର କାହାକୁ ନେତା ବାଛିବେ ଜନତା ତାକୁ ନେଇ ଏବେ ଚର୍ଚ୍ଚା ବଢିଛି । ମୈଦାନରେ ତିନି ଦଳର ପ୍ରାର୍ଥୀ ରହିଛନ୍ତି ।

ତେବେ ସେପଟେ ବଡମ୍ବା ଟଙ୍କା ବଣ୍ଟାକୁ ନେଇ ଦେଖାଦେଇଛି ଉତ୍ତେଜନା । ପୂର୍ବତନ ଜିଲ୍ଲାପରିଷଦ ସଭ୍ୟାଙ୍କ ନିର୍ବାଚନ ସମୟରେ ଟଙ୍କା ବଣ୍ଟନକୁ ନେଇ ଉତ୍ତେଜନା ଦେଖାଦଇଛି । ବଡ଼ମ୍ବା ବିଧାନସଭାର ୧୯ନଂ ଜୋନର କାନପୁର ପଞ୍ଚାୟତରେ ବିଜେପି ବିଧାୟକ ପ୍ରାର୍ଥୀ ସମ୍ବିତ ତ୍ରିପାଠୀଙ୍କ ପାଇଁ ଟଙ୍କା ବାଣ୍ଟି ହଟହଟା ହୋଇଛନ୍ତି ପୂର୍ବତନ ଜିଲ୍ଲାପରିଷଦ ସଭ୍ୟା ଓ ତାଙ୍କ ସ୍ବାମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ