ଦିଲ୍ଲୀରେ ବଡଧରଣର ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୬.୨

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ); ଦିଲ୍ଲୀରେ ବଡ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି । ଅପରାହ୍ନ ୨ଟା୫୩ମିନିଟରେ ଭୂମିକମ୍ପ ଅନୁଭୂତ । ରିକ୍ଟର ସ୍କେଲରେ ତୀବ୍ରତା ୬.୨ରେକର୍ଡ ହୋଇଛି । ଭାରତର ବିଭିନ୍ନ ସ୍ଥାନରେ ମଧ୍ୟ ଭୂକମ୍ପ ଝଟକା । ଉତ୍ତରାଖଣ୍ଡର ନେପାଳରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’