Masthead

ଆଗୁଆ ନିର୍ବାଚନ ପାଇଁ ଆମେ ପ୍ରସ୍ତୁତ : ‘ବଦ୍ରି ନାରାୟଣ ପାତ୍ର’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏକକ ନିର୍ବାଚନ କମିଟି ଗଠନକୁ ନେଇ ପ୍ରତିକ୍ରୀୟା ରଖିଲେ ବିଜେଡ଼ି ବିଧାୟକ ବଦ୍ରି ନାରାୟଣ ପାତ୍ର । ଆଇନ ଆସିଲେ ଆଗୁଆ ନିର୍ବାଚନ ହେଇପାରେ ଅସୁବିଧା ନାହିଁ କହିଲେ ବଦ୍ରି ନାରାୟଣ ପାତ୍ର । ଏଥିରେ କିଛି ରାଜ୍ୟ କ୍ଷତିଗ୍ରସ୍ତ ହୋଇପାରେ ଯେଉଁଠି ଏବେ ଏବେ ନିର୍ବାଚନ ସରିଛି। ସେ ଆହୁରୀ ମଧ୍ୟ କହିଛନ୍ତି ମୁଖ୍ୟମନ୍ତ୍ରୀ କହିଛନ୍ତି ଅନ୍ୟ ଦଳ ଅପେକ୍ଷା ଆମେ ସବୁ ବେଳେ ଅଧିକ ପ୍ରସ୍ତୁତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି