Masthead

ଗିରଫ ହେଲେ ବାଘେଲଙ୍କ ପିତା 

ଛତିଶଗଡ଼(ବଡ଼ ଖବର ବ୍ୟୁରୋ): ବିବାଦୀୟ ମନ୍ତବ୍ୟ ପାଇଁ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ପିତା ଗିରଫ ହୋଇଛନ୍ତି । ବ୍ରାହ୍ମଣଙ୍କ ବିରୁଦ୍ଧରେ ହୋଇଥିବା ଅପମାନଜନକ ମନ୍ତବ୍ୟ ପାଇଁ  ବାଗେଲଙ୍କ  ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।

ରାୟପୁର କୋର୍ଟରେ ବାଘେଲଙ୍କ ପିତା ନନ୍ଦ କୁମାର ବାଘେଲଙ୍କୁ  ହାଜର କରାଯାଇଥିବାର ସୂଚନା ମିଳିଛି ।  ଅପରପକ୍ଷେ  ପିତାଙ୍କର ଏପରି  ମନ୍ତବ୍ୟ ଦେବା  ଠିକ  ନୁହେଁ ବୋଲି ସ୍ୱୟଂ ଭୂପେଶ ବାଘେଲ କହିଥିଲେ । ଏହା ସହ ଏହି ପ୍ରସଙ୍ଗରେ  ଯାହାବି ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ସେଥିରେ ତାଙ୍କର କିଛି ଆପତ୍ତି ନାହିଁ ବୋଲି କହିଥିଲେ ।

 

 

 

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ