Masthead

ମାଛ ଜାଲରେ କୁମ୍ଭୀର

ବାହାନଗା (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ଆରୁହାବାଡ଼ ପଂଚାୟତ ରୂପଖଣ୍ଡ ଗାଁ ନିକଟସ୍ଥ ସମୁଦ୍ରରୁ ଏକ କୁମ୍ଭୀର ଉଦ୍ଧାର ହୋଇଛି। ଆଜି ଭୋର ସମୟରେ ଆରୁହାବାଡ଼ ଗ୍ରାମର କିଛି ମତ୍ସ୍ୟଜୀବୀ ମାଛ ମାରିବାକୁ ସମୁଦ୍ରକୁ ଯାଇଥିଲେ। ସେମାନେ ବିଛାଇଥିବା ଜାଲରେ କୁମ୍ଭୀର ଛନ୍ଦି ହୋଇଥିବା ଦେଖିଥିଲେ। ତେବେ ମତ୍ସ୍ୟଜୀବୀମାନେ କୌଶଳ କ୍ରମେ କୁମ୍ଭୀରକୁ ଉଦ୍ଧାର କରି ବନ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀମାନେ ପହଂଚି ଥିବାର ସୂଚନା ମିଳିଛି। ମତ୍ସ୍ୟଜୀବୀମାନେ କୁମ୍ଭୀରକୁ ଆରୁହାବାଡ଼ ବଜାରରେ ଆଣି ରଖିଥିବାର ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ