Masthead

ଜାଲରେ ରକେଟ୍

ବାହାନଗା, (ବଡ଼ ଖବର ବ୍ୟୁରୋ): ସମୁଦ୍ରକୁ ମାଛ ଧରି ଯାଇଥିବା ମତ୍ସ୍ୟଜୀବୀଙ୍କ ଜାଲରେ ଲାଗିଛି ରକେଟ୍ । ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ଖରାସାହାପୁରରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ପଞ୍ଚୁବିସା ନଦୀପଥ ଦେଇ ସମୁଦ୍ରକୁ ମାଛ ଧରିବାକୁ ଯାଇଥିଲେ ମତ୍ସ୍ୟଜୀବୀ । ଜାଲରେ ରକେଟ ଲାଗିଥିବା ଜାଣିବା ପରେ ଡରି ଯାଇଥିଲେ ମତ୍ସ୍ୟଜୀବୀ । ପରେ ଏହାକୁ ଉଦ୍ଧାର କରି ବୋଟରେ କୂଳକୁ ଆଣିଥିଲେ । ରକେଟଟି କୂଳରେ ଲାଗିବା ପରେ ଦେଖିବାକୁ ଲାଗିଥିଲା ଲୋକଙ୍କ ଭିଡ଼ ।


ବୁଧବାର ଚାନ୍ଦିପୁର ପ୍ରତିରକ୍ଷା ବିଭାଗରୁ ମଲ୍ଟି ବେରେଲ ରକେଟ ଲଞ୍ଚର ‘ପିନାକ’ର ସଫଳ ପରୀକ୍ଷଣ କରାଯାଇଥିଲା । ଏକାଧିକ ରକେଟ ଲଞ୍ଚର ୪୮ ସେକେଣ୍ଡରେ ୬ ଟି ରକେଟ୍ ନିକ୍ଷେପ କରାଯାଇଥିଲା । ‘ପିନାକ’ ସର୍ବାଧିକ ଦୂରତା ଅତିକ୍ରମ କରିଥିଲା । ମତ୍ସ୍ୟଜୀବୀମାନେ ଉଦ୍ଧାର କରିଥିବା ରକେଟଟି ବୁଧବାର ପରୀକ୍ଷଣ ହୋଇଥିବା ରକେଟର ଅଂଶବିଶେଷ ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଫୁଲୁରି ତେଲ ଲାଗି 🔴 ୬ ଜିଲ୍ଲାରେ ବିଜୁଳି ସହ ପ୍ରବଳ ଝଡ଼ବର୍ଷା 🔴 ବ୍ୟାପିଗଲାଣି ଡାଇରିଆ, ଅଚିନ୍ତାରେ ବିଭାଗ 🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଆଜି ଫୁଲୁରି ତେଲ ଲାଗି 🔴 ୬ ଜିଲ୍ଲାରେ ବିଜୁଳି ସହ ପ୍ରବଳ ଝଡ଼ବର୍ଷା 🔴 ବ୍ୟାପିଗଲାଣି ଡାଇରିଆ, ଅଚିନ୍ତାରେ ବିଭାଗ 🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ