Masthead

ଭଙ୍ଗା ଚାଲିଛି ବାହାନଗା ହାଇସ୍କୁଲ

ସୋର(ବଡ଼ ଖବର ବ୍ୟୁରୋ): ଭଙ୍ଗା ଚାଲିଛି ବାହାନଗା ହାଇସ୍କୁଲ । ବାହାନଗା ଟ୍ରେନ ଦୁର୍ଘଟଣା ପରେ ମୃତଦେହ ଗୁଡିକୁ ରଖାଯାଇଥିବା ସ୍କୁଲ ଘର ଭାଙ୍ଗୁଛି ପ୍ରଶାସନ । ପିଲାମାନେ ଡରୁଥିବାରୁ ସଂପୃକ୍ତ ସ୍କୁଲ ଘରକୁ ଭାଙ୍ଗୁଛି ପ୍ରଶାସନ । ସ୍କୁଲ ପରିଚାଳନା କମିଟି ଉପସ୍ଥିତିରେ ଭଙ୍ଗାଯାଉଛି ସ୍କୁଲ ଘର । ଗତକାଲି ବାଲେଶ୍ୱର ଜିଲାପାଳ ବାହାନଗା ସ୍କୁଲରେ ପହଞ୍ଚି ଅଭିଭାବକଙ୍କ ସହ ଆଲୋଚନା କରିଥିଲେ । ପିଲାଙ୍କୁ ଭୟଭୀତ ନକରାଇବାକୁ ଅନୁରୋଧ କରିବା ସହ ଛାତ୍ରଛାତ୍ରୀଙ୍କ ଭିତରେ ଅବାସ୍ତବ କଥା ନପୁରାଇବାକୁ ଅନୁରୋଧ କରିଥିଲେ । ତେବେ ଭୂତ ଭୟରେ ସ୍କୁଲର ଆଜବେଷ୍ଟର ଘରକୁ ଭାଙ୍ଗିବା ସହ ଆଜବେଷ୍ଟ ପରିବର୍ତ୍ତେ ନିର୍ମାଣ ହେବ ପକ୍କା ଘର  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି