Masthead

ବିନାଭକ୍ତରେ ବାହୁଡ଼ା

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ଫେରିବେ ଶ୍ରୀଜଗନ୍ନାଥ । ଭାଇଭଉଣୀଙ୍କ ସହ ଶ୍ରୀମନ୍ଦିର ବାହୁଡ଼ିବେ ଶ୍ରୀଜିଉ । ଶରଧାବାଲିରେ ଚାଲିଛି ପ୍ରସ୍ତୁତି । ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ । ପୁରୀ ବଡ଼ଦାଣ୍ଡରେ କର୍ଫ୍ୟୁ । ବିନାଭକ୍ତରେ ବାହୁଡ଼ାଯାତ୍ରା । ପୁରୀରେ ସୁରକ୍ଷା କଡ଼ାକଡ଼ି । ଭୋର ୪ଟା ୧୦ରେ ମଙ୍ଗଳ ଆଳତି ଶେଷ । ବାହୁଡ଼ାଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର ।

ମଧ୍ୟାହ୍ନ ୧୨ଟା ସୁଦ୍ଧା ପହଣ୍ଡି । ୨.୩୦ରୁ ୩.୩୦ ମଧ୍ୟରେ ଛେରାପହଁରା । କେବଳ ସେବାୟତ ଟାଣିବେ ରଥ । ଅମାନିଆଙ୍କ ଉପରେ କଡ଼ା ନଜର ରଖିବ ଡ୍ରୋନ୍ । ଘର ଛାତ, ବାଲକୋନିକୁ ଯିବା ମନା । ସୋସିଆଲ ମିଡ଼ିଆରେ ଫଟୋ ପୋଷ୍ଟ କଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ