Masthead

ବାହାରିନରେ ବାହୁଡ଼ା ଯାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଶ୍ରୀ ଜଗନ୍ନାଥଙ୍କ ପବିତ୍ର ବାହୁଡା ଯାତ୍ରା ଆରବ ଦେଶର ଦି କିଙ୍ଗଡମ୍ ଅଫ୍ ବହାରିନରେ ଅନୁଷ୍ଠିତ ହୋଇଯାଇଛି। ବହାରିନ୍ ଓଡ଼ିଆ ସମାଜ ଓ ବହାରିନ୍ ଇସ୍କନ ମନ୍ଦିରର ମିଳିତ ସହଯୋଗରେ ବହାରିନରେ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବହାରିନ୍ ଓଡ଼ିଆ ସମାଜର ପ୍ରତିଷ୍ଠାତା ଅଧକ୍ଷ ଡ. ଅରୁଣ କୁମାର ପ୍ରହରାଜ ଛେରା ପହଁରା କରିଥିଲେ।

ପୁରୀ ମନ୍ଦିରର ସମୟ ଓ ନୀତିକାନ୍ତିକୁ ଅନୁସରଣ କରି ବହାରିନରେ ବହୁ ଆଡମ୍ବରରେ ପବିତ୍ର ବାହୁଡା ଯାତ୍ରା ପାଳନ କରାଯାଇଛି । ହଜାର ହଜାର ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ବନିରେ କମ୍ପିଥିଲା ବାହାରିନର ରାଜରାସ୍ତା। ଏପରି ଦୃଶ୍ୟ ମୁସଲିମ ଦେଶରେ ଦୁର୍ଲଭ। ରଥଯାତ୍ରାର ସଫଳତା ପାଇଁ ବାହାରିନ ରାଜାଙ୍କୁ ଡ ପ୍ରହରାଜ ଧନ୍ୟବାଦ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ