Masthead

ଭକ୍ତଙ୍କ ସୁଅରେ ମାଡ଼ି ଚାଲିଛନ୍ତି ଚତୁର୍ଦ୍ଧାମୂର୍ତ୍ତି

ପୁରୀ (ବଡ଼ ଖବର ବ୍ୟୁରୋ): ଭକ୍ତଙ୍କ ସୁଅରେ ମାଡ଼ି ଚାଲିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ବଡ଼ଦାଣ୍ଡରେ ଗଡ଼ୁଛି ତିନି ରଥ । ଘଣ୍ଟଘଣ୍ଟା, ଶଙ୍ଖ, ହୁଳହୁଳିରେ କମ୍ପୁଛି ବଡ଼ଦାଣ୍ଡ । ସମସ୍ତ ନୀତିକାନ୍ତି ପରେ ରତ୍ନବେଦୀ ଅଭିମୁଖେ ମହାପ୍ରଭୁ । ନିର୍ଦ୍ଧାରିତ ସମୟ ପୂର୍ବରୁ ବଡ଼ ଠାକୁର ଶ୍ରୀବଳଭଦ୍ରଙ୍କ ରଥ ତାଳଧ୍ୱଜ ରଥ ପ୍ରଥମେ ଟଣାହୋଇଥିଲା ।

ରଥର ଚତୁଃପାର୍ଶ୍ୱରେ ପୁଲିସ ପକ୍ଷରୁ କର୍ଡନ କରାଯାଇଛି । ଫଳରେ ବିନା କୌଣସି ଅସୁବିଧାରେ ଚାଲିଛି ରଥଟଣା କାର୍ୟ୍ୟ । ତାଳଧ୍ୱଜ ରଥ ଗଡିବା ପରେ ପଛେ ପଛେ ଗଡିଥିଲା ଦେବୀ ସୁଭଦ୍ରା ଦର୍ପଦଳନ ରଥ ।

ଶେଷରେ ଡାହୁକର ରଡିରେ ଗଡ଼ିଛି ନନ୍ଦିଘୋଷ । ନଅ ଦିନର ଯାତ୍ରା ଶେଷ କରି ଶ୍ରୀମନ୍ଦିରକୁ ବାହୁଡି ଯାଉଛନ୍ତି କାଳିଆ ସାଆନ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ