Masthead

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଳୀ:(ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ।  ଅନ୍ତରୀଣ ଜାମିନ ପ୍ରଦାନ କଲେ ସୁପ୍ରିମକୋର୍ଟ କରିଛନ୍ତି। କିନ୍ତୁ ସେ ଜାମିନ ମିଳିବା ସତ୍ତ୍ୱେ ଜେଲରେ ରହିବେ କାରଣ ଇଡି ମାମଲାରେ ଏହି ରିଲିଫ ଦିଆଯାଇଛି। ଦିଲ୍ଲୀ ଏକ୍ସାଇଜ ପଲିସି ସହ ଜଡିତ ଏକ ଦୁର୍ନୀତି ମାମଲାରେ ଏଏପି ଜାତୀୟ ସଂଯୋଜକ କେଜ୍‌ରିଓ୍ବାଲ୍‌ଙ୍କୁ ଜୁନ ୨୬ରେ ସିବିଆଇ ଗିରଫ କରିଥିଲା। ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କ ନେତୃତ୍ୱରେ ଏକ ବେଞ୍ଚ ଏହି ପ୍ରସଙ୍ଗରେ ନିଜର ରାୟ ଦେଇଛନ୍ତି।

ଏହାପୂର୍ବରୁ କେଜ୍‌ରିଓ୍ବାଲ୍‌ଙ୍କ ଏହି ଆବେଦନ ମେ ୧୭ରେ ଏସସିରେ ଶୁଣାଣି ହୋଇଥିଲା। ତା’ପରେ ସୁପ୍ରିମକୋର୍ଟ ଏହି ନିଷ୍ପତ୍ତି ସଂରକ୍ଷଣ କରି କହିଛନ୍ତି, ଅରବିନ୍ଦ କେଜ୍‌ରିଓ୍ବାଲ୍‌ ଜାମିନ ପାଇଁ ଟ୍ରାଏଲ କୋର୍ଟକୁ ଯାଇପାରିବେ। ଏପ୍ରିଲ ୧୫ରେ ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ଇଡିଙ୍କଠାରୁ ଜବାବ ମାଗିଥିଲେ। ଅରବିନ୍ଦ କେଜ୍‌ରିଓ୍ବାଲ୍‌ ଏପ୍ରିଲ ୯ରେ ଦିଲ୍ଲୀ ଏଚସିର ଆଦେଶକୁ ସର୍ବୋଚ୍ଚ କୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ଏହି ମାମଲାରେ କେଜ୍‌ରିଓ୍ବାଲ୍‌ଙ୍କ ଗିରଫଦାରୀକୁ ଦିଲ୍ଲୀ ଏଚସି ସମର୍ଥନ କରି କହିଛି ଯେ, ଏଥିରେ କୌଣସି ବେଆଇନତା ନାହିଁ ଏବଂ ଅନୁସନ୍ଧାନରେ ଯୋଗଦେବାକୁ ବାରମ୍ବାର ମନା କରିବା ପରେ ଇଡି ପାଖରେ କୌଣସି ବିକଳ୍ପ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ