Masthead

ଅବକାରୀ ଚଢ଼ଉ : ପୋଚ, ମଦ ନଷ୍ଟ

ବୈପାରିଗୁଡ଼ା, (ବଡ଼ ଖବର ବ୍ୟୁରୋ) : କୋରାପୁଟ ଜିଲ୍ଲା ବୈପାରିଗୁଡ଼ା ଅବକାରୀ ବିଭାଗ ତରଫରୁ ଚଢ଼ଉ କରାଯାଇ ବିପୁଳ ପୋଚ ଏବଂ ମଦ ନଷ୍ଟ କରାଯାଇଛି । ରାମଗିରି ପଞ୍ଚାୟତ ଅନ୍ତର୍ଗତ ପୂଜାରୀପୁଟ ନିକଟସ୍ଥ ମାଳିଗୁଡା ଗ୍ରାମ ପାଖରେ ଥିବା ପାହାଡ଼ରୁ ଚୋରା ମଦ ପ୍ରସ୍ତୁତ କରାଯାଉଥିଲା । ଖବର ପାଇ ଅବକାରୀ ବିଭାଗ କର୍ମଚାରୀମାନେ ଚଢ଼ଉ କରି ୧ହଜାର ଲିଟର ପୋଚ ସହ ୮୫ ଲିଟର ମହୁଲି ମଦ ନଷ୍ଟ କରିଛନ୍ତି । ଚଢ଼ଉ ପୂର୍ବରୁ ମଦବେପାରୀମାନେ ଫେରାର ହୋଇଯାଇଥିଲେ । ଏହି ଚଢ଼ଉରେ ଓଆଇସିଏସ୍.କେ ପାଉଲେ, ଏଏସଆଇ ରଶ୍ମିରଞ୍ଜନ ନାୟକଙ୍କ ସମେତ ସରୋଜ ବେହେରା, ସତ୍ୟମ୍ ଶୁଭମ୍ ପାତ୍ର, ହୀରାମଣି ଭତ୍ରା ଅଂଶଗ୍ରହଣ
କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା