Masthead

ବାଜିମାରିବେ ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶ୍ୱର ଟୁଡୁ !

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୋଦିଙ୍କ ‘ଡ୍ରିମ୍ ଟିମ୍’ । ବୁଧବାର ସଂଧ୍ୟାରେ ହେବ କେନ୍ଦ୍ର ମନ୍ତ୍ରିମଣ୍ଡଳ ଅଦଳବଦଳ । ସାମିଲ ହୋଇପାରନ୍ତି ୨୦ରୁ ଅଧିକ ନୂଆ ମୁହଁ । ଉତ୍ତରପ୍ରଦେଶକୁ ମିଳିପାରେ ସର୍ବାଧିକ ପ୍ରାଧାନ୍ୟ । ପଶ୍ଚିମବଙ୍ଗ ନେତା ବି ରହିବେ ନଜରରେ ।

ସର୍ବାନନ୍ଦ ସୋନୱାଲ, ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ମିଳିବ ମନ୍ତ୍ରୀ ବର୍ଥ । କିଛି ବୟସ୍କ ନେବେ ସଂଗଠନ ଦାୟିତ୍ୱ, ୟୁଥ୍ ହେବେ ମନ୍ତ୍ରୀ । ଲଦାଖର ଚର୍ଚ୍ଚିତ ଏମପି ବି ହୋଇପାରନ୍ତି ମନ୍ତ୍ରୀ । ଓଡ଼ିଶାରୁ କିଏ ହେବେ କେନ୍ଦ୍ର ମନ୍ତ୍ରୀ?ବଦଳିପାରେ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଭାଗ । ଅଶ୍ୱିନୀ ବୈଷ୍ଣବଙ୍କୁ ମିଳିପାରେ ମନ୍ତ୍ରୀ ପଦ । ବିଶ୍ୱେଶ୍ୱର ଟୁଡୁଙ୍କୁ ଦିଲ୍ଲୀ ଡାକରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି