Masthead

ବଜ୍ରକାପ୍ତା ଉଦ୍ଧାର

ମୟୁରଭଞ୍ଜ(ବଡ଼ ଖବର ବ୍ୟୁରୋ):୧୦ କିଲୋ ଓଜନର ବଜ୍ରକାପ୍ତା ଉଦ୍ଧାର । ମୟୂରଭଞ୍ଜ ଏସପି ସ୍ମିଥ୍ ପି ପରମାରଙ୍କ ନିର୍ଦ୍ଦେଶକ୍ରମେ ଏକ ସ୍ୱତନ୍ତ୍ର ଦଳ ଗତକାଲି ବିଳମ୍ୱିତ ରାତିରେ ବାଙ୍ଗିରିପୋଷି ଥାନା ଅଞ୍ଚଳର ନିଶ୍ଚିନ୍ତା ପଞ୍ଚାୟତର ଗୋହିରାପାଳ ଗ୍ରାମର ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ବିକ୍ରି ଉଦ୍ଦେଶ୍ୟରେ ରଖାଯାଇଥିବା ଏକ ୧୦ କିଲୋ ଓଜନର ବଜ୍ରକାପ୍ତା ଉଦ୍ଧାର ହୋଇଛି ।

ଏହି ଘଟଣାରେ ସଂପୃକ୍ତ ଜଣେ ଯୁବକଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଯୁବକ ଜଣକ ସେହି ଅଞ୍ଚଳର ଗୋହିରାପାଳ ଗ୍ରାମର ସିଂଘୁ ବାସକେ । ଏଥିରେ ଅନ୍ତଃରାଜ୍ୟ ରାକେଟ ଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ବାଙ୍ଗିରିପୋଷି ପୋଲିସ ମାମଲା ରୁଜୁ କରି ଅଧିକ ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ