Masthead

ଏସଟିଏଫ୍ ହାତରେ ବଜ୍ରକାପ୍ତା ବେପାରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଏସଟିଏଫ୍ କ୍ରାଇମବ୍ରାଞ୍ଚ ହାତରେ ଧରାପଡ଼ିଛି ବଜ୍ରକାପ୍ତା ବେପାରୀ। ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର । ୨ଗିରଫ । ଗୁରୁଜଙ୍ଗ ପିତାପଲିରୁ ରେଡ କରି ବଜ୍ରକାପ୍ତା ଜବତ କରିବା ସହ ଏକ କାର ଜବତ କରିଛି ଏସଟିଏଫ । ଗିରଫ ବ୍ୟକ୍ତି ହେଲେ କଳାହାଣ୍ଡିର କୈଳାସ ଖୋସଲା ଓ ନବରଙ୍ଗପୁରର ଚୈତନ ଭାତ୍ରା । ଦୁଇ ଜଣଙ୍କୁ ୱାଇଲ୍ଡ ଲାଇଫ ଆକ୍ଟରେ ଗିରଫ କରାଯାଇଛି । ପିତାପଲ୍ଲୀ ଛକ ନିକଟରେ ବିକ୍ରି ପାଇଁ ଡିଲ ଚାଲିଥିବାବେଳେ ମାଡ଼ିବସିଥିଲା ଏସଟିଏଫ୍।

ରାସ୍ତା କଡ଼ରେ କାର୍ ଭିତରେ ଚାଲିଥିଲା ବଜ୍ରକାପ୍ତା ଡ଼ିଲ୍। ଏସଟିଏଫ୍ ସେମାନଙ୍କ ନିକଟରୁ ଏକ କାର ଓ ଅନ୍ୟାନ୍ୟ ଅପରାଧ ସାମଗ୍ରୀ ଜବତ କରିଛି। ସେମାନଙ୍କୁ ଗିରଫ କରି କୋର୍ଟକୁ ପଠାଯିବ ବୋଲି କହିଛି ପୋଲିସ୍। ସୁଚନାଯୋଗ୍ୟ ଯେ, ଗତ ୧ବର୍ଷ ମଧ୍ୟରେ ବନ୍ୟଜନ୍ତୁ ଅପରାଧୀଙ୍କ ବିରୁଦ୍ଧରେ ସ୍ୱତନ୍ତ୍ର ଡ୍ରାଇଭ ଆରମ୍ଭ କରାଯାଇଛି। ଏହି ମଧ୍ୟରେ ୫ଟି ଜୀବନ୍ତ ବଜ୍ରକାପ୍ତା ଓ ୧୫କେଜି ବଜ୍ରକାପ୍ତା କାତି ଧରିବାରେ ସଫଳ ହୋଇଛି ଏସଟିଏଫ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି