Masthead

ବ୍ରୋଞ୍ଜ ବିଜୟୀ ବଜରଙ୍ଗ , ୮-୦ରେ ଖେଳ କଲେ ଖତମ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବ୍ରୋଞ୍ଜ ବିଜୟୀ ବଜରଙ୍ଗ । ୮-୦ରେ ଖେଳ କଲେ ଖତମ । ଭାରତ ପାଇଁ ଆଉ ଏକ ବ୍ରୋଞ୍ଜ ପଦକ ଆଣିଲେ ବଜରଙ୍ଗ ପୁନିଆ । ୬୫ କେଜି ବର୍ଗରେ ବଜରଙ୍ଗ ପୁନିଆ କାଂସ୍ୟ ପଦକ ଜିତିଛନ୍ତି । କାଜଖସ୍ତାନର ଦୌଲେତ ନିୟାଜବେକୋଭଙ୍କୁ ପୁନିଆ ୮-୦ରେ ମାତ୍ ଦେଇ ବ୍ରୋଞ୍ଜ ଜିତିଛନ୍ତି । ଏଥିସହ ଅଲମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ଯାହାକୁ ନେଇ ସାରା ଦେଶରେ ଖୁସିର ମାହୋଲ ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ