Masthead

ଏୟାରଲିଫ୍ଟ ହେବେ ବଳଙ୍ଗା ପୀଡ଼ିତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ  । ଭୁବନେଶ୍ବର AIIMSରୁ ଦିଲ୍ଲୀକୁ ଏୟାରଲିଫ୍ଟ ହେବେ ପୀଡ଼ିତା  । କିଛି ଘଣ୍ଟା ମଧ୍ୟରେ ଦିଲ୍ଲୀ AIIMSକୁ ହେବେ ଏୟାରଲିଫ୍ଟ । ଡାକ୍ତରୀ ଟିମ୍‌ ସହ ପୀଡ଼ିତାଙ୍କ ପରିବାର ଲୋକଙ୍କ ଆଲୋଚନା  । ଦିଲ୍ଲୀ AIIMS ସହ ଏୟାରଲିଫ୍ଟ ନେଇ ଯୋଗାଯୋଗ ସରିଛି । ଏନେଇ ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ । 

ଏମ୍‌ସରେ ଚିକିତ୍ସିତ ହେଉଥିବା ବଳଙ୍ଗା ନାବାଳିକାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ୪୮ ଘଣ୍ଟା ପୀଡ଼ିତାଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ । ୧୪ ଜଣିଆ ଟିମ୍ ପୀଡ଼ିତାଙ୍କ ଚିକିତ୍ସା କରୁଛନ୍ତି । ଦିଲ୍ଲୀ ଏମ୍‌ସ ସହ ଯୋଗାଯୋଗରେ ଅଛନ୍ତି ଡାକ୍ତରୀ ଟିମ୍ । ଅକ୍ସିଜେନ ସର୍ପୋଟରେ ରଖାଯାଇଥିଲେ ମଧ୍ୟ ପୀଡ଼ିତା କଥାବାର୍ତ୍ତା କରୁଛନ୍ତି । ଏହାସହ ମାନସିକ ଓ ଶାରୀରିକ ସ୍ତରରେ ଆଘାତ ଲାଗିଛି । ସେପଟେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଛି । ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ୧୮୦ ବିଏନଏସରେ ବୟାନ ରେକର୍ଡ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ