ଏୟାରଲିଫ୍ଟ ହେବେ ବଳଙ୍ଗା ପୀଡ଼ିତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ  । ଭୁବନେଶ୍ବର AIIMSରୁ ଦିଲ୍ଲୀକୁ ଏୟାରଲିଫ୍ଟ ହେବେ ପୀଡ଼ିତା  । କିଛି ଘଣ୍ଟା ମଧ୍ୟରେ ଦିଲ୍ଲୀ AIIMSକୁ ହେବେ ଏୟାରଲିଫ୍ଟ । ଡାକ୍ତରୀ ଟିମ୍‌ ସହ ପୀଡ଼ିତାଙ୍କ ପରିବାର ଲୋକଙ୍କ ଆଲୋଚନା  । ଦିଲ୍ଲୀ AIIMS ସହ ଏୟାରଲିଫ୍ଟ ନେଇ ଯୋଗାଯୋଗ ସରିଛି । ଏନେଇ ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ । 

ଏମ୍‌ସରେ ଚିକିତ୍ସିତ ହେଉଥିବା ବଳଙ୍ଗା ନାବାଳିକାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ୪୮ ଘଣ୍ଟା ପୀଡ଼ିତାଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ । ୧୪ ଜଣିଆ ଟିମ୍ ପୀଡ଼ିତାଙ୍କ ଚିକିତ୍ସା କରୁଛନ୍ତି । ଦିଲ୍ଲୀ ଏମ୍‌ସ ସହ ଯୋଗାଯୋଗରେ ଅଛନ୍ତି ଡାକ୍ତରୀ ଟିମ୍ । ଅକ୍ସିଜେନ ସର୍ପୋଟରେ ରଖାଯାଇଥିଲେ ମଧ୍ୟ ପୀଡ଼ିତା କଥାବାର୍ତ୍ତା କରୁଛନ୍ତି । ଏହାସହ ମାନସିକ ଓ ଶାରୀରିକ ସ୍ତରରେ ଆଘାତ ଲାଗିଛି । ସେପଟେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଛି । ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ୧୮୦ ବିଏନଏସରେ ବୟାନ ରେକର୍ଡ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’