Masthead

ମିସ୍‌ ଇଣ୍ଡିଆ ପ୍ରତିଯୋଗିତାରେ ଓଡ଼ିଆ ଝିଅର କମାଲ

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ): ମିସ୍ ଇଣ୍ଡିଆ ପ୍ରତିଯୋଗିତାରେ ସ୍ଥାନ ପାଇଲେ ବଲାଙ୍ଗିରର ଝିଅ ଶୁଭଶ୍ରୀ ରାୟଗୁରୁ । ଫେମିନା ମିସ୍ ଇଣ୍ଡିଆ ପକ୍ଷରୁ ଆୟୋଜିତ ହେବାକୁ ଥିବା ମିସ୍ ଇଣ୍ଡିଆ ପ୍ରତିଯୋଗିତାରେ ସାମିଲ ପାଇଁ ମନୋନୀତ ହୋଇଛନ୍ତି ଶୁଭଶ୍ରୀ । ବଲାଙ୍ଗିରର ସ୍ପେସିଆଲ ଜୁଡ଼ିସିଆଲ୍‌ ମାଜିଷ୍ଟ୍ରେଟ୍‌ ରମେଶ ଚନ୍ଦ୍ର ରାୟଗୁରୁଙ୍କ ଝିଅ ହେଉଛନ୍ତି ଶୁଭଶ୍ରୀ । ଏଥିରେ ଭାଗ ନେବାକୁ ଥିବା ଓଡ଼ିଶାର ଶ୍ରେଷ୍ଠ ୫ ଜଣ ପ୍ରତିଯୋଗୀଙ୍କ ମଧ୍ୟରେ ଅଛନ୍ତି ଶୁଭଶ୍ରୀ । ଏହି ଖବର ଜଣାପଡ଼ିବା ପରେ ବଲାଙ୍ଗୀର ଜିଲ୍ଲାରେ ଖୁସିର ଲହରୀ ଖେଳି ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା