Masthead

ସାମାନ୍ୟ କଥାକୁ ନେଇ ମହାଭାରତ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ସାମାନ୍ୟ କଥାକୁ ନେଇ ମହାଭାରତ । ଦୁଇ ପରିବାର ମଧ୍ୟରେ ଝଗଡ଼ାରୁ ଏସିଡ ମାଡ । ୪ ଆହତ । ସେମାନଙ୍କ ମଧ୍ୟରୁ ଜଣେ ଗୁରୁତର । ଗୁରୁତର ଯୁବକ ଜନକ ହେଲେ ସୁବାସ ସାହୁ । ସ୍ୱପ୍ନ ସାହୁଙ୍କ ସହ କୌଣସି କଥାକୁ ନେଇ ଜଗ ସାହୁଙ୍କ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଗଣ୍ଡଗୋଳ ସମୟରେ ଖଗ ସାହୁ,ଜଗବନ୍ଧୁ ସାହୁ,ସୁବାସ ସାହୁ,ସଞ୍ଜୁ ସାହୁ ଏସିଡ ମାଡ଼ରେ ଆହତ ହୋଇ କଣ୍ଟାବାଞ୍ଜି ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବଙ୍ଗୋମୁଣ୍ଡା ଥାନାରେ ଅଭିଯୋଗ ହୋଇଛି । ପୋଲିସ ତୁଳସୀ ସାହୁ ଓ ନେପାଳ ସାହୁଙ୍କୁ ଥାନାରେ ଅଟକ ରଖିଛି । 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ