Masthead

ଶୂନ୍ୟକାଳରେ ଉଠିଲା ବଲାଙ୍ଗୀର ଜାଲ ସାର୍ଟିଫିକେଟ ପ୍ରସଙ୍ଗ

ଭୁବନେଶ୍ୱରେ(ବଡ଼ ଖବର ବ୍ୟୁରୋ):  ଶୂନ୍ୟକାଳରେ ଉଠିଲା ବଲାଙ୍ଗୀର ଜାଲ ସାର୍ଟିଫିକେଟ ପ୍ରସଙ୍ଗ । କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସଲୁଜା ଉଠାଇଲେ ଫେକ୍ ସାର୍ଟିଫିକେଟ ପ୍ରସଙ୍ଗ । ରାଜ୍ୟରେ ମେଧାବୀ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧାର । ବଲାଙ୍ଗୀରରେ ନକଲି ସର୍ଟିଫିକେଟ ରାକେଟ ଚାଲିଛି । ମନୋଜ ମିଶ୍ର ଏବଂ ଅଶୋକ ଉଦଗାତା ସମେତ ୧୯ ଜଣ ଗିରଫ ହୋଇଛନ୍ତି । ବର୍ଷ ବର୍ଷ ଧରି ନକଲି ସର୍ଟିଫିକେଟର ରାକେଟ ଚଳାଇଥିଲେ ।

ହଜାର ହଜାର ଛାତ୍ରଛାତ୍ରୀଙ୍କୁ ନକଲି ସର୍ଟିଫିକେଟ ଏବଂ ମାର୍କସିଟ ଦେଇଛନ୍ତି । ସେହି ଛାତ୍ରଛାତ୍ରୀ ମାନେ ବିଭିନ୍ନ ବିଭାଗରେ ଚାକିରି କରିଛନ୍ତି । ଏ ରାକେଟରେ ବିଜେଡି ନେତାମାନେ ସମ୍ପୃକ୍ତ ଅଛନ୍ତି । ଆଇଟି ସେଲର ଉପଦେଷ୍ଟା ଅଛନ୍ତି । ବିଜେଡିର ଆଇଟି ସେଲର ସଦସ୍ୟ ଗିରଫ ହୋଇଛନ୍ତି । ଫେକ୍ ସର୍ଟିଫିକେଟ ଦେଇ ଅ, ଆ ଜାଣିନଥିବା ପିଲା ମାଟ୍ରିକ ଓ ଯୁକ୍ତ ଦୁଇରେ ପ୍ରଥମ ହୋଇଛନ୍ତି । ଏନଏସଏରେ ବୁକ୍ କରିବା ପାଇଁ ବାଚସ୍ପତିଙ୍କ ରୁଲିଂ ଦାବି କଲେ ସାଲୁଜା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ