Masthead

ବସ୍ ମାଲିକ ସଂଘର ଧର୍ମଘଟକୁ ବାଲେଶ୍ୱର ସଂଘର ବିରୋଧ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଗଡ଼ୁନି ଘରୋଇ ବସ୍ । ଅନିର୍ଦ୍ଦିଷ୍ଟ କାଳ ପାଇଁ ଧର୍ମଘଟ କରୁଛି ଘରୋଇ ବସ୍ ମାଲିକ ସଂଘ । ବସ୍ ଧର୍ମଘଟକୁ ବିରୋଧ କରିଛି ବାଲେଶ୍ୱର ସଂଘ । ପ୍ରେସମିଟ କରି ଏହି ସୂଚନା ଦେଇଛନ୍ତି ବାଲେଶ୍ୱର ବସ ମାଲିକ ସଂଘର ସଭାପତି ବାଦଲ ଦାସ । ସେ କହିଛନ୍ତି ଦଶହରା ପର୍ବରେ ବା ଦଶହରା ଛୁଟିରେ ଛାତ୍ରଙ୍କ ଠାରୁ ଆରମ୍ଭ କରି କର୍ମଜୀବୀ ଘରକୁ ଫେରିଥାନ୍ତି । ଏପରି ସମୟରେ ବସ ଧର୍ମଘଟ କଲେ ସାଧାରଣ ଲୋକେ ହଇରାଣ ହେବ । ତେଣୁ ବାଲେଶ୍ୱର ଘରୋଇ ବସ ମାଲିକ ସଂଘ ନିଷ୍ପତ୍ତି କ୍ରମେ, ଲୋକଙ୍କ ସ୍ୱାର୍ଥକୁ ଆଖିରେ ରଖି କାଲି ବାଲେଶ୍ୱର ଜିଲ୍ଲାରେ ଘରୋଇ ବସ ଚଳାଚଳ ସ୍ୱାଭାବିକ ରହିବ ବୋଲି କହିଛନ୍ତି ବାଦଲ ଦାସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ