Masthead

ବ୍ରାଉନସୁଗର ବେପାରୀଙ୍କ ଆଡ୍ଡା ପାଲଟିଛି ବାଲେଶ୍ୱର

ବସ୍ତା (ବଡ଼ ଖବର ବ୍ୟୁରୋ): ବ୍ରାଉନସୁଗର ବେପାରୀଙ୍କ ଆଡ୍ଡା ପାଲଟିଛି ବାଲେଶ୍ୱର । ଦିନକୁ ଦିନ ବ୍ରାଉନସୁଗର ବେପାରୀଙ୍କ ଦୌରାତ୍ମ୍ୟ ବଢିବାରେ ଲାଗିଛି । ପୁଣି ଜବତ ହୋଇଛି ବ୍ରାଉନସୁଗର । ବସ୍ତା ଥାନା ଅନ୍ତର୍ଗତ ବିଦ୍ୟାଧରପୁର ଗ୍ରାମରୁ ବ୍ରାଉନସୁଗର ଜବତ କରିଛି ପୋଲିସ । ଯାହାର ଆନୁମାନିକ ମୂଲ୍ୟ ୨ କୋଟି ଟଙ୍କା ହେବ ବୋଲି ଜଣାପଡ଼ିଛି ।

ବ୍ରାଉନସୁଗର ଜବତ କରିବା ସହିତ ୩ ଜଣ ବ୍ରାଉନସୁଗର ବେପାରୀଙ୍କୁ ଗିରଫ କରିଛି ପୋଲିସ । ଚଢଉ ପାଇଁ ଯାଇଥିବା ବେଳେ ପୋଲିସ ଗାଡିକୁ ଭାଙ୍ଗିଛନ୍ତି ବ୍ରାଉନସୁଗର ମାଫିଆ ଏବଂ ତାଙ୍କ ସହଯୋଗୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ