Masthead

ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱରରେ ଭୁଶୁଡୁଛି ବିଜେଡି ଗଡ଼। ଜଣଙ୍କ ପରେ ଜଣେ ଛାଡୁଛନ୍ତି ଦଳ। ଏବେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା ସୁନୀତା ବେହେରା ବିଜେଡି ଛାଡ଼ିଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବା ନେଇ ସୁନୀତା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଇସ୍ତଫାପତ୍ର ପଠାଇଛନ୍ତି। ଗତକାଲି ପୂର୍ବତନ ଏମ୍‌ପି ରବୀନ୍ଦ୍ର ଜେନା, ବସ୍ତା ବ୍ଲକ ଅଧ୍ୟକ୍ଷା ବିଜେଡି ଛାଡ଼ିଥିଲେ।

Image

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା