Masthead

ବାଲେଶ୍ୱର ଟ୍ରେନ ଟ୍ରାଜେଡି, ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଟ୍ରେନ ଟ୍ରାଜେଡି । ବିଚାର ବିଭାଗୀୟ ତଦନ୍ତ ଦାବି କରି ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ । ସୁପ୍ରିମକୋର୍ଟରେ ଓକିଲାତି କରୁଥିବା ଆଡଭୋକେଟ୍‌ ବିଶାଳ ତିୱାରି ଏହି ଜନସ୍ୱାର୍ଥ ମାମଲା ରୁଜୁ କରିଛନ୍ତି। ସେଡ କହିଛନ୍ତି, ରେଳବାଇର ସମସ୍ତ ସୁରକ୍ଷା ବ୍ୟବସ୍ଥା ଉପରେ ପୁଙ୍ଖାନୁପୁଙ୍ଖ ତଦନ୍ତ ହେବା ଉଚିତ।

ତୁରନ୍ତ ‘କବଚ’ ସୁରକ୍ଷା ବ୍ୟବସ୍ଥା ବା ‘ଅଟୋମେଟିକ୍‌ ଟ୍ରେନ୍‌ ପ୍ରୋଟେକ୍ସନ୍‌’ ଲଗାଇବା ପାଇଁ ଗାଇଡ୍‌ଲାଇନ୍‌ ଏବଂ ନିର୍ଦେଶନାମା ଜାରି କରିବା ଲାଗି ଏହି ଜନସ୍ୱାର୍ଥ ମାମଲାରେ ଦାବି କରାଯାଇଛି। ଏହି ବ୍ୟବସ୍ଥା ପ୍ରଚଳନ କରାଗଲେ ଜନସାଧାରଣଙ୍କ ସୁରକ୍ଷା ବ୍ୟବସ୍ଥାରେ ଉନ୍ନତି ଘଟିବା ସହିତ ଦେଶରେ ରେଳ ଦୁର୍ଘଟଣା ସଂଖ୍ୟା ହ୍ରାସ ପାଇବ ‌ବୋଲି ଏଥିରେ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ