Masthead

ବାଲେଶ୍ୱର ଟ୍ରେନ ଟ୍ରାଜେଡି, ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଟ୍ରେନ ଟ୍ରାଜେଡି । ବିଚାର ବିଭାଗୀୟ ତଦନ୍ତ ଦାବି କରି ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ । ସୁପ୍ରିମକୋର୍ଟରେ ଓକିଲାତି କରୁଥିବା ଆଡଭୋକେଟ୍‌ ବିଶାଳ ତିୱାରି ଏହି ଜନସ୍ୱାର୍ଥ ମାମଲା ରୁଜୁ କରିଛନ୍ତି। ସେଡ କହିଛନ୍ତି, ରେଳବାଇର ସମସ୍ତ ସୁରକ୍ଷା ବ୍ୟବସ୍ଥା ଉପରେ ପୁଙ୍ଖାନୁପୁଙ୍ଖ ତଦନ୍ତ ହେବା ଉଚିତ।

ତୁରନ୍ତ ‘କବଚ’ ସୁରକ୍ଷା ବ୍ୟବସ୍ଥା ବା ‘ଅଟୋମେଟିକ୍‌ ଟ୍ରେନ୍‌ ପ୍ରୋଟେକ୍ସନ୍‌’ ଲଗାଇବା ପାଇଁ ଗାଇଡ୍‌ଲାଇନ୍‌ ଏବଂ ନିର୍ଦେଶନାମା ଜାରି କରିବା ଲାଗି ଏହି ଜନସ୍ୱାର୍ଥ ମାମଲାରେ ଦାବି କରାଯାଇଛି। ଏହି ବ୍ୟବସ୍ଥା ପ୍ରଚଳନ କରାଗଲେ ଜନସାଧାରଣଙ୍କ ସୁରକ୍ଷା ବ୍ୟବସ୍ଥାରେ ଉନ୍ନତି ଘଟିବା ସହିତ ଦେଶରେ ରେଳ ଦୁର୍ଘଟଣା ସଂଖ୍ୟା ହ୍ରାସ ପାଇବ ‌ବୋଲି ଏଥିରେ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା