Masthead

ଭାଙ୍ଗିଗଲା ସୁଖ ସପନ

ସୋର(ବଡ଼ ଖବର ବ୍ୟୁରୋ):ଅଦିନିଆ ବର୍ଷା ଭାଙ୍ଗିଦେଇଛି ଚାଷୀଙ୍କ ମେରୁଦଣ୍ଡ । ପେଟକୁ ଦାନା ଯୋଗାଉଥିବା ଚାଷୀ ଏବେ ଚିନ୍ତାରେ । କେତେବେଳେ ମରୁଡ଼ି ତ କେତେବେଳେ ଅଦିନିଆ ବର୍ଷା । ଗତକାଲି ବାଲେଶ୍ୱର ଜିଲ୍ଲା ସୋର ଅଞ୍ଚଳରେ ହୋଇଥିବା ଅଦିନିଆ ବର୍ଷାକୁ ଦେଖି ଚାଷୀମାନେ ଏବେ ମୁଣ୍ଡରେ ହାତ ଦେଲେଣି । ଧାର କରଜ କରି ଚାଷ କରିଥିବା ଚାଷୀ ଆଜି ଚିନ୍ତାରେ । ଏହି ପରିସ୍ଥିତିରେ ଚାଷୀ ମାନେ ଧାନକୁ ହିଡ଼ ଉପରେ ଶୁଖାଉଥିବା ଦେଖିବାକୁ ମିଳିଥିଲା । ଗତକାଲି ଅପରାହ୍ନରେ ସୋରର ଅନେକ ଅଞ୍ଚଳରେ ବର୍ଷା ହୋଇଥିବା ଜଣାପଡିଛି । ଆଜି ମଧ୍ୟ ପାଗ ମେଘୁଆ ରହିଥିବା ଯୋଗୁଁ ଚାଷୀମାନେ ଭୟଭୀତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା