Masthead

ଜମୁଛି ପ୍ରଚାର

ବସ୍ତା, (ବଡ଼ ଖବର ବ୍ୟୁରୋ): ଉପନିର୍ବାଚନ ଯେତିକି ପାଖେଇ ଆସୁଛି ପ୍ରଚାର ଜମିବାରେ ଲାଗିଛି । ବାଲେଶ୍ୱର ସଦର ଉପନିର୍ବାଚନକୁ ଆଉ ଅଳ୍ପ କିଛିଦିନ ବାକି ଥିବାବେଳେ ତିନି ପ୍ରମୁଖ ଦଳ ବିଜେଡି, ବିଜେପି ଏବଂ କଂଗ୍ରେସ ପକ୍ଷରୁ ନିର୍ବାଚନୀ ପ୍ରଚାର ଜୋରଦାର କରାଯାଇଛି । ଆଜି ବିଜେଡି ପକ୍ଷରୁ ବାଲେଶ୍ୱର ସଦର ନିର୍ବାଚନ ମଣ୍ତଳୀର ଛାନୁଆ ଗ୍ରାମରେ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା । ଛାନୁଆ ତାରିଣୀ ଛକ ଠାରୁ ସଭାସ୍ଥଳ ପର୍ୟ୍ୟନ୍ତ ମନ୍ତ୍ରୀ ପ୍ରତାପ ଜେନା, ପୂର୍ବତନ ମନ୍ତ୍ରୀ ଦେବୀ ମିଶ୍ର, ଛାନୁଆ ପଞ୍ଚାୟତ ପର୍ଯ୍ୟବେକ୍ଷକ ତଥା ବିଧାୟକ ପ୍ରଣବ ବଳବନ୍ତରାୟ, ଜିଲ୍ଲା ସଭାପତି ରବୀନ୍ଦ୍ର ଜେନା, ବିଧାୟକ ପ୍ରାର୍ଥୀ ସ୍ୱରୂପ ଦାସ ଶୋଭାଯାତ୍ରାରେ ଆସି ସଭାସ୍ଥଳରେ ପହଞ୍ଚିଥିଲେ । ବିଜେଡି ନେତାମାଦେ ଦଳୀୟ ପ୍ରାର୍ଥୀ ସ୍ୱରୂପ ଦାସଙ୍କୁ ଭୋଟଦେଇ ଜୟଯୁକ୍ତ କରାଇବା ପାଇଁ ଲୋକମାନଙ୍କୁ ନିବେଦନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି