Masthead

୮ ମାସ ପରେ ଆରମ୍ଭ ହେଲା ପାଠ୍ୟକ୍ରମ

ବାଲେଶ୍ୱର(ବଡ଼ ଖବର ବୁରୋ): କରୋନା ମହାମାରୀ ପାଇଁ ବନ୍ଦ ଥିବା ମେଡିକାଲ କଲେଜଗୁଡିକ ଖୋଲିବା ପାଇଁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି । ବାଲେଶ୍ୱର ଫକୀରମୋହନ ମେଡିକାଲ କଲେଜରେ ପାଠ ପଢ଼ା ଆରମ୍ଭ ହୋଇଛି । ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଳାସ ଆରମ୍ଭ ହୋଇଛି । ଛାତ୍ରଛାତ୍ରୀମାନଙ୍କ ପୂର୍ବରୁ କରୋନା ଟେଷ୍ଟ ହୋଇଛି । କ୍ୱାରାଣ୍ଟାଇନରେ ରହି ନେଗେଟିଭ ଥିବା ଛାତ୍ରଛାତ୍ରୀଙ୍କୁ କ୍ଳାସ କରିବାକୁ ସୁଯୋଗ ମିଳିଛି । ମାସ୍କ ଓ ସାନିଟାଇଜର ବାଧ୍ୟତାମୂଳକ କରାଯାଇଛି ବୋଲି ମେଡିକାଲ ଓ କଲେଜ ଡିନ ରାମଚନ୍ଦ୍ର ଗିରି ସୂଚନା ଦେଇଛନ୍ତି । କରୋନା ପାଇଁ ପ୍ରତ୍ୟେକ ବ୍ୟାଚରେ ୨୦ ଜଣ ଛାତ୍ରଛାତ୍ରୀଙ୍କୁ ନେଇ କ୍ଳାସ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ