Masthead

ବାବା ଚନ୍ଦେନେଶ୍ୱରଙ୍କ କାମିନୀ ବିବାହ

ବାଲେଶ୍ଵର(ବଡ଼ ଖବର ବ୍ୟୁରୋ): ବାବା ଚନ୍ଦେନେଶ୍ୱରଙ୍କ କାମିନୀ ବିବାହ ଓ ନୀଳ ପର୍ବ । ବାଲେଶ୍ଵର ଜିଲ୍ଲାର ପ୍ରସିଦ୍ଧ ବାବା ଚନ୍ଦନେଶ୍ଵର ଶୈବ ପୀଠରେ ଚାଳିଛି ଚଡ଼କ ମେଳା । ଲକ୍ଷ ଲକ୍ଷ ଭକ୍ତ ଓ ଶ୍ରଦ୍ଧାଳୁ ଙ୍କ ସମାଗମ ଦେଖିବାକୁ ମିଳିଛି । ବାବାଙ୍କ ନୀତିକାନ୍ତି ପରମ୍ପରା ଅନୁଯାୟୀ କାମିନୀକୁ ବିବାହ ପରେ ଦେହରେ ମାଳା ଚନ୍ଦନ ବୋଳିବେ ବ୍ରତଧାରୀ। ମନ୍ଦିର ପାଖରୁ ସମସ୍ତ ଭକ୍ତଙ୍କୁ ନେଇ ବିଶାଳ ପଟୁଆରରେ ଭଟପୁର ଗାଁରେ ବାବାଙ୍କ କାମିନୀ ବିବାହ ପାଇଁ ପହଞ୍ଚିଛନ୍ତି ୧୩ଜଣ ମୁଖ୍ୟ ବ୍ରତଧାରୀ ।

ଆଜି ବାବାଙ୍କ ନୀଳପର୍ବ ଓ କାମିନୀ ବିବାହ ଥିବାରୁ ବ୍ରତଧାରୀ ଓ ଶ୍ରଦ୍ଧାଳୁ ମାନେ ନୀଳପଖରୀରେ ବୁଡ଼ ପକାଇ ବାବାଙ୍କୁ ପୂଜାର୍ଚ୍ଚନା କରୁଛନ୍ତି । ଅପରାହ୍ନରେ ବାବାଙ୍କ ନୀଳ ପୋଖରୀରୁ ଉଠିବ ଥମ୍ବି କାଠ । ପ୍ରଶାସନ ଓ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ ହୋଇଛି । ୨୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା