Masthead

ଦେହ ବେପାରକୁ ନେଇ ପୋଲିସ ଗାଁ ଲୋକଙ୍କ ମଧ୍ୟରେ ଉତ୍ତେଜନା

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଭୋଗରାଇ ଲକ୍ଷ୍ମୀପାଟଣା ଗାଁ ମଝିରେ ଚାଲିଥିଲା ଦେହ ବ୍ୟାପାର । ଦେହ ବ୍ୟବସାୟକୁ ନେଇ ପୋଲିସ ଓ ଗାଁ ଲୋକଙ୍କ ମଧ୍ୟରେ ଉତ୍ତେଜନା । ଗାଁ ମଝିରେ ମାସ ମାସ ଧରି ଦେହଜୀବୀ ଚଳାଇ ଥିଲେ ଦେହ ଧନ୍ଦା ।

ପଶ୍ଚିମବଙ୍ଗ ଦୁଇ ଦେହଜୀବୀ ସହ ଦୁଇ ପୁରୁଷ ଗ୍ରାହକକୁ ଧରିଲେ ଗ୍ରାମବାସୀ । ଗାଁର ମହିଳାମାନେ ଉଭୟଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଦେଖିବାକୁ ମିଳିଛି । ଘଟଣାସ୍ଥଳରେ ପୋଲିସ ଗାଡିକୁ ଭଙ୍ଗାରୁଜା କଲେ ଉତ୍ତ୍ୟକ୍ତ ଗ୍ରାମବାସୀ । ଘଟଣାସ୍ଥଳରେ ଏବେବି ପୋଲିସ ଓ ଗ୍ରାମବାସୀଙ୍କ ମଧ୍ୟରେ ଲାଗିରହିଛି ଉତ୍ତେଜନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ