Masthead

ଦେହ ବେପାରକୁ ନେଇ ପୋଲିସ ଗାଁ ଲୋକଙ୍କ ମଧ୍ୟରେ ଉତ୍ତେଜନା

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଭୋଗରାଇ ଲକ୍ଷ୍ମୀପାଟଣା ଗାଁ ମଝିରେ ଚାଲିଥିଲା ଦେହ ବ୍ୟାପାର । ଦେହ ବ୍ୟବସାୟକୁ ନେଇ ପୋଲିସ ଓ ଗାଁ ଲୋକଙ୍କ ମଧ୍ୟରେ ଉତ୍ତେଜନା । ଗାଁ ମଝିରେ ମାସ ମାସ ଧରି ଦେହଜୀବୀ ଚଳାଇ ଥିଲେ ଦେହ ଧନ୍ଦା ।

ପଶ୍ଚିମବଙ୍ଗ ଦୁଇ ଦେହଜୀବୀ ସହ ଦୁଇ ପୁରୁଷ ଗ୍ରାହକକୁ ଧରିଲେ ଗ୍ରାମବାସୀ । ଗାଁର ମହିଳାମାନେ ଉଭୟଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଦେଖିବାକୁ ମିଳିଛି । ଘଟଣାସ୍ଥଳରେ ପୋଲିସ ଗାଡିକୁ ଭଙ୍ଗାରୁଜା କଲେ ଉତ୍ତ୍ୟକ୍ତ ଗ୍ରାମବାସୀ । ଘଟଣାସ୍ଥଳରେ ଏବେବି ପୋଲିସ ଓ ଗ୍ରାମବାସୀଙ୍କ ମଧ୍ୟରେ ଲାଗିରହିଛି ଉତ୍ତେଜନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା