Masthead

ଭିଜିଲାନ୍ସ ଜାଲରେ ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ ଦାସ

ବାଲେଶ୍ଵର (ବଡ଼ ଖବର ବ୍ୟୁରୋ):  ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ। ବାଲେଶ୍ଵର ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ ଦାସଙ୍କ ଘରେ ଭିଜିଲାନ୍ସ ରେଡ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ ହୋଇଛି। ଏକକାଳୀନ ବାଲେଶ୍ଵରର ୬ଟି ସ୍ଥାନରେ ଚଢାଉ ଚାଲିଛି। ଏହି ଚଢାଉରେ ୨ ଜଣ ଆଡିସନାଲ ଏସପି, ୪ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର, ୫ ଜଣ ଏଏସଆଇ ଏବଂ ଅନ୍ୟ ଅଧିକାରୀମାନେ ସାମିଲ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା