Masthead

ହୃଦଘାତରେ ଯୁବ ସାମ୍ବାଦିକ ମନୋରଞ୍ଜନ ପ୍ରଧାନଙ୍କ ମୃତ୍ୟୁ

ବସ୍ତା(ବଡ଼ ଖବର ବ୍ୟୁରୋ): ହୃଦଘାତରେ ଯୁବ ସାମ୍ବାଦିକଙ୍କ ମୃତ୍ୟୁ । ଯୁବ ସାମ୍ବାଦିକ ମନୋରଞ୍ଜନ ପ୍ରଧାନଙ୍କ ହୃଦଘାତରେ ମୃତ୍ୟୁ । ବାଲେଶ୍ୱର ଜିଲ୍ଲା ରୁପସା ଅଞ୍ଚଳର ଯୁବ ସାମ୍ବାଦିକ ମନୋରଞ୍ଜନ ପ୍ରଧାନ ଗତକାଲି ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ପରିବାର ଲୋକେ ତାଙ୍କୁ ଡାକ୍ତରଖାନା ନେଇଥିଲେ । ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମନୋରଞ୍ଜନ ଗୋଟିଏ ଦୈନିକ ଖବର କାଗଜରେ କାର୍ଯ୍ୟ କରୁଥିଲେ । ତାଙ୍କର ଅକାଳ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ