Masthead

ସୀମା ଟପିଗଲା ଖାକି ବର୍ଦ୍ଦିର ଦାଦାଗିରି

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ସୀମା ଟପିଗଲା ଖାକି ବର୍ଦ୍ଦିର ଦାଦାଗିରି । କିଛି ବୁଝି ନ ବୁଝି ପୋଲିସ ବାବୁ ଦେଖାଇଲେ ବର୍ଦ୍ଦିର କମାଲ । ଜଳେଶ୍ଵର ପୋଲିସର ଦବଙ୍ଗ ଏମିତି ଯେ ମଝି ରାସ୍ତା ଉପରେ ସ୍କୁଟି ଚାଳକଙ୍କୁ ଗୋଇଠା ଉପରେ ଗୋଇଠା ମାଡ଼ କେତେ ଯୁକ୍ତିଯୁକ୍ତ । ଯାହାର ଭିଡ଼ିଓ ଏବେ ଭାଇରାଲ ହେବାରେ ଲାଗିଛି ।

ଯୁବକ ଜଣକ ମାର୍କେଟରୁ କାମ ସାରି ଘରକୁ ଫେରୁଥିବା ବେଳେ ଜଳେଶ୍ଵର ପୋଲିସର ଏଭଳି ଅତ୍ୟାଚାର ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ପୋଲିସ ବାବୁମାନେ ବାଲି ମାଫିଆ ମଧୁକୁ ସାଙ୍ଗରେ ଧରି ବିନା ଦୋଷରେ ଜଣେ ସ୍କୁଟି ଚାଳକଙ୍କୁ ଗୋଇଠା ଗୋଇଠା ପିଟିବା ପୋଲିସ ପାଇଁ ଅପରାଧ ନୁହେଁ ତ ?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା