Masthead

ସୀମା ଟପିଗଲା ଖାକି ବର୍ଦ୍ଦିର ଦାଦାଗିରି

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ସୀମା ଟପିଗଲା ଖାକି ବର୍ଦ୍ଦିର ଦାଦାଗିରି । କିଛି ବୁଝି ନ ବୁଝି ପୋଲିସ ବାବୁ ଦେଖାଇଲେ ବର୍ଦ୍ଦିର କମାଲ । ଜଳେଶ୍ଵର ପୋଲିସର ଦବଙ୍ଗ ଏମିତି ଯେ ମଝି ରାସ୍ତା ଉପରେ ସ୍କୁଟି ଚାଳକଙ୍କୁ ଗୋଇଠା ଉପରେ ଗୋଇଠା ମାଡ଼ କେତେ ଯୁକ୍ତିଯୁକ୍ତ । ଯାହାର ଭିଡ଼ିଓ ଏବେ ଭାଇରାଲ ହେବାରେ ଲାଗିଛି ।

ଯୁବକ ଜଣକ ମାର୍କେଟରୁ କାମ ସାରି ଘରକୁ ଫେରୁଥିବା ବେଳେ ଜଳେଶ୍ଵର ପୋଲିସର ଏଭଳି ଅତ୍ୟାଚାର ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ପୋଲିସ ବାବୁମାନେ ବାଲି ମାଫିଆ ମଧୁକୁ ସାଙ୍ଗରେ ଧରି ବିନା ଦୋଷରେ ଜଣେ ସ୍କୁଟି ଚାଳକଙ୍କୁ ଗୋଇଠା ଗୋଇଠା ପିଟିବା ପୋଲିସ ପାଇଁ ଅପରାଧ ନୁହେଁ ତ ?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ