Masthead

ଭାଙ୍ଗିଲା ଲେଖାଶ୍ରୀଙ୍କ ପ୍ରଚାର ମଞ୍ଚ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଭାଙ୍ଗିଲା ବିଜେଡିର ନିର୍ବାଚନ ପ୍ରଚାର ମଞ୍ଚ । ବାଲେଶ୍ୱର ବିଜେଡି ସାଂସଦ ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତ ସିଂହାର ପ୍ରଥମ ଜଳେଶ୍ଵର ଗସ୍ତରେ ଭାଙ୍ଗିଲା ସଭା ମଂଚ । ଜଳେଶ୍ଵର ନିର୍ବାଚନ ମଣ୍ଡଳୀ କାଶୀଡିହା ଚନ୍ଦନ ପଡିଆରେ ଚାଲିଥିଲା ବିଜେଡି ଶକ୍ତି ପ୍ରଦର୍ଶନ ।

ପୂର୍ବତନ ମନ୍ତ୍ରୀ ତଥା ଜଳେଶ୍ଵର ବିଧାୟକ ଅଶ୍ୱିନୀ ପାତ୍ର ଓ ସାଂସଦ ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତ ସିଂହାର ମଞ୍ଚରେ ଜନତାଙ୍କୁ ଶୁଣାଉଥିଲେ ନିର୍ବାଚନୀ ମନ୍ତ୍ର । ସଭା ଶେଷ ବେଳକୁ ମଂଚ ଉପରକୁ ଚଢିଗଲେ ଦଳର ଅମାନିଆ ସମର୍ଥକ । ଯାହା ଦ୍ୱାରା ସଭାମଂଚ ଭାଙ୍ଗିଥିବା ଜଣାପଡ଼ିଛି । ଭୟରେ ପେଣ୍ଡାଲ ଛାଡ଼ି ପଳାଇଲେ ସାଂସଦ ପ୍ରାର୍ଥୀ ଲେଖାଶ୍ରୀ ଓ ବିଧାୟକ ପ୍ରାର୍ଥୀ ଅଶ୍ୱିନୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା