Masthead

‘୪ ଲକ୍ଷ ଭୋଟରେ ଜିତିବି’

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ବିପକ୍ଷରେ ମୈଦାନକୁ ଓହ୍ଲାଇଲେ ବାଲେଶ୍ୱର ପୂର୍ବତନ ସାଂସଦ ମହାମେଘବାହାନ ଐର ଖାରବେଳ ସ୍ବାଇଁ । ବାଲେଶ୍ୱର ସାଂସଦ ପାଇଁ ସ୍ଵାଧୀନଭାବେ ନାମାଙ୍କନପତ୍ର ଦାଖଲ କଲେ ଖାରବେଳ । ନାମାଙ୍କନ ବେଳେ ସମର୍ଥକ ଫୁଲ ମାଳ ପିନ୍ଧିବାରୁ ରାଗିଗଲେ ଖାରବେଳ ସ୍ବାଇଁ । ସମର୍ଥକଙ୍କୁ ଠେଲି ଫିଙ୍ଗି ଦେଲେ ମାଳ । ବିଜେପି ବିରୋଧରେ ପ୍ରଚାର କରିବେ ନାହିଁ ବୋଲି କହିଲେ ଖାରବେଳେ । ୪ ଲକ୍ଷ ଭୋଟରେ ନିଜେ ଖାରବେଳ ସ୍ବାଇଁ ଜିତିବା ସହ ବିଜେପି ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ପରାସ୍ତ ହେବେ ବୋଲି ନାମାଙ୍କନ ଦାଖଲ କରି କହିଲେ ଖାରବେଳ ସ୍ବାଇଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ