Masthead

‘୪ ଲକ୍ଷ ଭୋଟରେ ଜିତିବି’

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ବିପକ୍ଷରେ ମୈଦାନକୁ ଓହ୍ଲାଇଲେ ବାଲେଶ୍ୱର ପୂର୍ବତନ ସାଂସଦ ମହାମେଘବାହାନ ଐର ଖାରବେଳ ସ୍ବାଇଁ । ବାଲେଶ୍ୱର ସାଂସଦ ପାଇଁ ସ୍ଵାଧୀନଭାବେ ନାମାଙ୍କନପତ୍ର ଦାଖଲ କଲେ ଖାରବେଳ । ନାମାଙ୍କନ ବେଳେ ସମର୍ଥକ ଫୁଲ ମାଳ ପିନ୍ଧିବାରୁ ରାଗିଗଲେ ଖାରବେଳ ସ୍ବାଇଁ । ସମର୍ଥକଙ୍କୁ ଠେଲି ଫିଙ୍ଗି ଦେଲେ ମାଳ । ବିଜେପି ବିରୋଧରେ ପ୍ରଚାର କରିବେ ନାହିଁ ବୋଲି କହିଲେ ଖାରବେଳେ । ୪ ଲକ୍ଷ ଭୋଟରେ ନିଜେ ଖାରବେଳ ସ୍ବାଇଁ ଜିତିବା ସହ ବିଜେପି ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ପରାସ୍ତ ହେବେ ବୋଲି ନାମାଙ୍କନ ଦାଖଲ କରି କହିଲେ ଖାରବେଳ ସ୍ବାଇଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’